ହାଇଦ୍ରାବାଦରୁ ଘରକୁ ଫେରିବା ବେଳେ ଟ୍ରେନଫେଲ,ପ୍ରଭୁଙ୍କ ସାନିଧ୍ୟରୁ ଘରପାଖରେ ମିଳିଲା ଚାକିରୀ- | JAY JAGANNATH TV

  Рет қаралды 415

JAY JAGANNATH TV

JAY JAGANNATH TV

7 күн бұрын

"ଜୟ ଜଗନ୍ନାଥ ଟିଭି ଚାନେଲ" ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମ୍ପୂର୍ଣ୍ଣ ସମର୍ପିତ ଓଡ଼ିଶାର ଏକମାତ୍ର ଆଧ୍ୟାତ୍ମିକ ସାଟେଲାଇଟ ଚାନେଲ I ଏହି ଚ୍ୟାନେଲରେ ଘରେ ବସି ପ୍ରତ୍ୟେକ ଦିନ ଜଗନ୍ନାଥ ଧାମ ପୁରୀ ରୁ LIVE ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି,ଶ୍ରୀପତିତପାବନଙ୍କ ମଙ୍ଗଳ ଆଳତୀ, ପତାକାଲାଗି ଦର୍ଶନ,ସନ୍ଧ୍ୟା ଆଳତୀ ,ଶ୍ରୀମନ୍ଦିର ପହୁଡ଼ ନୀତି,ଶ୍ରୀକ୍ଷେତ୍ରରୁ ଭକ୍ତଙ୍କ ଅନୁଭୂତି ଏବଂ ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବର ର ସିଧା ପ୍ରସାରଣ I ଏହି ଚାନେଲ ରେ କୌଣସି ବିଜ୍ଞାପନ ଚାଲୁନାହିଁ, ତେଣୁ ଆପଣମାନେ ଶ୍ରୀଜୀଉଙ୍କ ଦର୍ଶନ ଏବଂ ସମସ୍ତ ଲୀଳାର ନିରବିଛିନ୍ନ ସିଧା ପ୍ରସାରଣ ଦେଖି ପାରିବେ I
"ଜୟ ଜଗନ୍ନାଥ ଟିଭି" ହେଉଛି ସିଦ୍ଧାର୍ଥ ଟେଲେଭିଜନ ନେଟୱର୍କ ର ଚତୁର୍ଥ ଚାନେଲ I ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲଙ୍କ ଶ୍ରୀଜଗନ୍ନାଥ ଙ୍କ ପ୍ରତି ଥିଵା ଅହେତୁକ ଭକ୍ତି ଭାବ ତଥା ଓଡ଼ିଶା ଏବଂ ଓଡିଶା ବାହାରେ ଥିବା ଜଗନ୍ନାଥ ପ୍ରେମୀ ଜନସାଧାରଣଙ୍କ ପାଇଁ ଏହି ଟେଲେଭିଜନ ଚାନେଲର ସୃଷ୍ଟି...ଆସନ୍ତୁ ଆମେ ସମସ୍ତେ ମିଶି ଜଗନ୍ନାଥ ଚେତନା କୁ ବିଶ୍ୱ ଦରବାର ରେ ପ୍ରତିଷ୍ଠିତ କରିବା I
ଜୟ ଜଗନ୍ନାଥ🙏🙏🙏
Watch "JAY JAGANNATH TV" on DTH:
TATAPLAY-1799, Dish TV -1397, Airtel -615, Sun Direct-490, Videocon D2H -1397
Also available on all cable networks.
For More Info please contact - 6372804618
Also, visit our other social media pages :
Facebook: bit.ly/3kxvE7A
Instagram: bit.ly/3KEpYDF
KZfaq: bit.ly/3KAQeyD
Twitter: bit.ly/38JpX3U
#jayjagannathtv #namitaagrawal #sidharthtv #ଜୟଜଗନ୍ନାଥଟିଭି #sitaramagrawal #patitapaban_arati #patakalagidarshan #rathayatralive #purilive #JagannathPuriLIVE #rathayatra2022 #রথযাত্রা #পুরিজগন্নাথ #जगन्नाथ #पुरीजगन्नाथ #जगन्नाथधाम #रथयात्रा #उल्टारथ #జగన్నాథ్ #జగన్నాథపురి #ରଥଯାତ୍ରା #ଶ୍ରୀକ୍ଷେତ୍ରପୁରୀ #ପ୍ରଭୁଜଗନ୍ନାଥ #ଶ୍ରୀଜଗନ୍ନାଥ #যায়জগন্নাথ #জগন্নাথপুরি #जगन्नाथपुरी #जगन्नाथधाम #ஜேஜெகன்னாத் #jayjagannath #patitapaban_mangal_arati #snanapurnima #snanayatra #Snanajatra #snana

Пікірлер: 1
@skrushnareddy6796
@skrushnareddy6796 5 күн бұрын
ଜୟ ଜଗନ୍ନାଥ ସ୍ଵାମୀ ନୟନ ପଥ ଗାମୀ ଭବ ତୁମେ ମହାବାହୁ ଓମ୍ ନମଃ ଶ୍ରୀ ବିଷ୍ଣୁ ନାରାୟଣ ନମଃ 🙏🕉️🙏🕉️🙏🕉️🙏🕉️🙏🕉️🙏🕉️🙏🕉️🌿🌿🍁🌺🌺🥀🪔🍂🌹🌻🌻🌸💮💮💐⭕‼️⭕
버블티로 체감되는 요즘 물가
00:16
진영민yeongmin
Рет қаралды 111 МЛН
Wait for the last one! 👀
00:28
Josh Horton
Рет қаралды 150 МЛН
DO YOU HAVE FRIENDS LIKE THIS?
00:17
dednahype
Рет қаралды 82 МЛН
ОСКАР ИСПОРТИЛ ДЖОНИ ЖИЗНЬ 😢 @lenta_com
01:01
🤣МАЛО КУПИТЬ ЛОШАДЬ
0:18
Бутылочка
Рет қаралды 4,2 МЛН
ЕНЕШКА 2 СЕЗОН | 2-бөлім | ТОКАЛ АЛЫП БЕРЕМІН
23:12
Happy 4th of July 😂
0:12
Pink Shirt Girl
Рет қаралды 42 МЛН
Ужасное свидание🤯 #стальноймужик #жиза #еда
0:50
SteelMan XXL | Стальной мужик
Рет қаралды 2,2 МЛН